କଟକ(ଓଡ଼ିଶା ରିପୋର୍ଟର): କଟକ ମାଲଗୋଦାମ ଜାଲୁଆ ସାହିରେ ଥମିବାର ନାଁ ନେଉନି କରୋନା। ଜାଲୁଆ ସାହିରୁ ଆଜି ପୁଣି ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରୁ ଆଜି ଚିହ୍ନଟ ହୋଇଥିବା ୮୫ ଙ୍କ ଭିତରୁ କେବଳ ଜାଲୁଆ ସାହିରୁ ୨୪ ଅଛନ୍ତି। ଏନେଇ ସିଏମ୍ସି ଟ୍ୱିଟ୍ କରିଛି।
https://twitter.com/CMCCuttack/status/1293546095126048768?s=20
ଜାଲୁଆ ସାହିରୁ ଚିହ୍ନଟ ୨୪ ଜଣଙ୍କ ମଧ୍ୟରେ ୯ ପୁରୁଷ ଓ ୧୫ ମହିଳା ଅଛନ୍ତି। ସେହିପରି ହରିପୁରରୁ ୯, ମୁକାମେଶ୍ୱରରୁ ୪, ସିଡିଏ ସେର-୭ରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ସିଏମ୍ସି ଅଞ୍ଚଳରୁ ୧୮୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୮୫୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।