୫ ବର୍ଷରେ ଆତ୍ମହତ୍ୟା କରିଛନ୍ତି ୮୫୮ ଚାଷୀ

ଭୁବନେଶ୍ୱର: ୨୦୦୯ରୁ ୨୦୧୪ ମଧ୍ୟରେ ରାଜ୍ୟରେ ସମୁଦାୟ ୮୫୮ ଜଣ କୃଷକ ଆତ୍ମହତ୍ୟା କରିଛନ୍ତି। ମୃତକମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରକାର ସହାୟତା ପ୍ରଦାନ କରାଯାଇନାହିଁ। ଆଜି ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ରାଜସ୍ୱ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଏହା କହିଥିଲେ। ନ୍ୟାସ୍‌ନାଲ୍‌ କ୍ରାଇମ୍ ରେକର୍ଡସ୍ ବ୍ୟୁରୋର ରିପୋର୍ଟ ଆଧାରରେ ମନ୍ତ୍ରୀ ଏହି ତଥ୍ୟ ଦେଇଛନ୍ତି। ୨୦୦୯ରେ ୧୫୪ ଜଣ ଚାଷୀ ଆତ୍ମହତ୍ୟା କରିଥିବା ବେଳେ ୨୦୧୦ରେ ୧୬୨, ୨୦୧୧ରେ ୧୪୪, ୨୦୧୨ରେ ୧୪୬, […]

bargarh-farmer-suicide

bargarh-farmer-suicide

Rakesh Mallick
  • Published: Monday, 02 May 2016
  • Updated: 02 May 2016, 02:35 PM IST

Sports

Latest News

ଭୁବନେଶ୍ୱର: ୨୦୦୯ରୁ ୨୦୧୪ ମଧ୍ୟରେ ରାଜ୍ୟରେ ସମୁଦାୟ ୮୫୮ ଜଣ କୃଷକ ଆତ୍ମହତ୍ୟା କରିଛନ୍ତି। ମୃତକମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରକାର ସହାୟତା ପ୍ରଦାନ କରାଯାଇନାହିଁ। ଆଜି ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ରାଜସ୍ୱ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଏହା କହିଥିଲେ।

ନ୍ୟାସ୍‌ନାଲ୍‌ କ୍ରାଇମ୍ ରେକର୍ଡସ୍ ବ୍ୟୁରୋର ରିପୋର୍ଟ ଆଧାରରେ ମନ୍ତ୍ରୀ ଏହି ତଥ୍ୟ ଦେଇଛନ୍ତି। ୨୦୦୯ରେ ୧୫୪ ଜଣ ଚାଷୀ ଆତ୍ମହତ୍ୟା କରିଥିବା ବେଳେ ୨୦୧୦ରେ ୧୬୨, ୨୦୧୧ରେ ୧୪୪, ୨୦୧୨ରେ ୧୪୬, ୨୦୧୩ରେ ୧୫୦ ଓ ୨୦୧୪ରେ ୧୦୨ ଜଣ ଚାଷୀ ଆତ୍ମହତ୍ୟା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos