ଭୁବନେଶ୍ୱର: ସୁପ୍ରିମକୋର୍ଟ ନିର୍ଦ୍ଦେଶ ଓ ସିଇସିଙ୍କର ପରାମର୍ଶ କ୍ରମେ ଓଡ଼ିଶା ମିନେରାଲ୍ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେସନ୍ ଖର୍ଚ୍ଚ କରିବ ୮୬୯ କୋଟି ଟଙ୍କ।। ଏହି ଟଙ୍କ। ୮ଟି ଜିଲ୍ଲାରେ ଖର୍ଚ୍ଚ ହେବ। ଖର୍ଚ୍ଚ ପାଇଁ ଗାଇଡ ଲାଇନ୍ ପ୍ରସ୍ତୁତ କରାଯାଇଥିଲା। ଗତକାଲି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ବୈଠକରେ ଏହି ଗାଇଡ୍ ଲାଇନରେ ଆବଶ୍ୟକ ପରିବର୍ତ୍ତନ ପାଇଁ କୁହାଯାଇଥିଲା। କର୍ପୋରେସନର ମ୍ୟାନେଜିଂ ଡାଇରେକ୍ଟର ତଥା ପିସିସିଏଫ୍ ଏଥିରେ ଯୋଗ ଦେଇଥିଲେ। ୮ଟି ଜିଲ୍ଲାରୁ ମିଳୁଥିବା ଆଡିସନାଲ ଏନପିଭିର ୫୦ ଭାଗ ଅର୍ଥ କର୍ପୋରେସନକୁ ପ୍ରଦାନ କରାଯାଇଛି। ଏହି ଅର୍ଥ ୮ଟି ଜିଲ୍ଲାରେ ସମାନୁପାତିକ ଭାବେ ଖର୍ଚ୍ଚ ହେବ। ଅନୁଗୁଳ, ଢେଙ୍କ।ନାଳ, କେନ୍ଦୁଝର, ଝାରସୁଗୁଡ଼ା, ଯାଜପୁର, ସୁନ୍ଦରଗଡ଼, ମୟୁରଭଞ୍ଜ ଓ କୋରାପୁଟ ଜିଲ୍ଲାରେ ଏହି ୮୬୯ କୋଟି ଟଙ୍କା ଖର୍ଚ୍ଚ ହେବା ପାଇଁ ଯୋଜନା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।