Advertisment

ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ଅଶୋକଙ୍କଠାରୁ ରୀତା ୧୯,୦୫୫ ଭୋଟ୍‌ରେ ଆଗୁଆ

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୧୯,୦୫୫ ଭୋଟ୍‌ରେ ଆଗୁଆ ଅଛନ୍ତି। ଅଷ୍ଟମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୪୫,୦୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୫,୯୮୯ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୨୬୩ଟି ଭୋଟ୍ […]

ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ଅଶୋକଙ୍କଠାରୁ ରୀତା ୧୯,୦୫୫ ଭୋଟ୍‌ରେ ଆଗୁଆ

Bijepur8

Advertisment

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୧୯,୦୫୫ ଭୋଟ୍‌ରେ ଆଗୁଆ ଅଛନ୍ତି।

Advertisment

ଅଷ୍ଟମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୪୫,୦୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୫,୯୮୯ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୨୬୩ଟି ଭୋଟ୍ ପାଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe