ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦିନକରେ ୧୨୧ ଛୁଇଁ ଥିବା ବେଳେ ସେଥିରୁ ଭୁବନେଶ୍ୱରରୁ ୯୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ ୧୯ ହେଉଛି ଲୋକାଲ କେସ୍।
Update on newly detected & cured #COVID19 cases in the last 24 hrs under the BMC area on 22nd July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/NTTuKSVM9b— BMC (@bmcbbsr) July 22, 2020
ଫଳରେ ଭୁବନେଶ୍ୱରରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୩ରେ ପହଞ୍ଚିଥିବା ବେଳେ ୭୨୪ ଜଣ ସୁସ୍ଥ ହୋଇ ସାରିଲେଣି। ସେଥିମଧ୍ୟରୁ ୬୦୬ଜଣ ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ ଆଖି ବୁଜି ସାରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।