‘ଜୱାଦ’ ପାଇଁ ବାତିଲ ହେଲା ୯୫ ଟ୍ରେନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଡ଼ି ଆସୁଛି ବାତ୍ୟା ‘ଜୱାଦ’ । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହେବ । ଆସନ୍ତା କାଲି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର  ରୂପ ନେଇପାରେ । ଏହାପରେ ଉପକୂଳ ଆଡ଼କୁ ମାଡ଼ି ଆସିବ ବାତ୍ୟା ‘ଜୱାଦ’ । ଆସନ୍ତା ୪ ତାରିଖରେ ଓଡ଼ିଶା ଉପରେ ଏହାର ପ୍ରଭାବ ଅଧିକ ପଡ଼ିପାରେ । ତେବେ ଏହା କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ ତାହା ଆଜି ସ୍ପଷ୍ଟ […]

Train

Train

Niharika Rout
  • Published: Thursday, 02 December 2021
  • Updated: 02 December 2021, 01:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଡ଼ି ଆସୁଛି ବାତ୍ୟା ‘ଜୱାଦ’ । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହେବ । ଆସନ୍ତା କାଲି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର  ରୂପ ନେଇପାରେ । ଏହାପରେ ଉପକୂଳ ଆଡ଼କୁ ମାଡ଼ି ଆସିବ ବାତ୍ୟା ‘ଜୱାଦ’ । ଆସନ୍ତା ୪ ତାରିଖରେ ଓଡ଼ିଶା ଉପରେ ଏହାର ପ୍ରଭାବ ଅଧିକ ପଡ଼ିପାରେ । ତେବେ ଏହା କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ ତାହା ଆଜି ସ୍ପଷ୍ଟ ହେବ ବୋଲି କହିଛନ୍ତି  ଆଇଏମ୍‌ଡି  ଡିଜି ମୃତ୍ୟୁଞ୍ଜୟ ମହାପାତ୍ର  ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନିଆଯାଉଛି ନିଆଯାଉଛି ଆଗୁଆ ପଦକ୍ଷେପ । ଏପରିକି ୯୫ ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍‌କୁ ବାତିଲ କରାଯାଇଛି । ଡିସେମ୍ବର ୩ ଓ ୪ ତାରିଖ ପାଇଁ ୯୫ଟି ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍‌କୁ ବାତିଲ୍ କରିଛି ପୂର୍ବତଟ ରେଲୱେ।

ବାତ୍ୟା ନେଇ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ପୂର୍ବତଟ ରେଲୱେ  ପକ୍ଷରୁ ଏହି ସୂଚନା ଦିଆଯାଇଛି । ପୁରୀ-ଗୁଣପୁର, ଭୁବନେଶ୍ୱର-ରାମେଶ୍ୱରମ୍, ହାୱଡା-ମହିଶୂର, ଭୁବନେଶ୍ୱର-ସିକନ୍ଦରାବାଦ୍, ବିଶାଖାପାଟନା-ରାୟଗଡ଼ା ଟ୍ରେନ୍ ଗୁଡ଼ିକୁ ବାତିଲ କରି ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ସମୟରେ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା ଇଷ୍ଟ କୋଷ୍ଟ ରେଲୱେ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story