ରାଜ୍ୟରେ ୧୦ ହଜାର ପାଖାପାଖି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରେ ୧୩ ଶହ ଓ ସୁନ୍ଦରଗଡ଼ରେ ୧୧ଶହରୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମେ’ ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଦୈନିକ ୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମଙ୍ଗଳବାର ଅର୍ଥାତ୍ ମେ’ ୪ ତାରିଖରେ ଏହି ସଂଖ୍ୟା ୯ ହଜାର ଅତିକ୍ରମ କରିଛି। ଆଜି ଏହି ରିପୋର୍ଟ ଆସିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏହି ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୯,୮୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ୯୮୮୯ […]

Corona

Corona

Niharika Rout
  • Published: Wednesday, 05 May 2021
  • Updated: 05 May 2021, 08:54 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମେ’ ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଦୈନିକ ୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମଙ୍ଗଳବାର ଅର୍ଥାତ୍ ମେ’ ୪ ତାରିଖରେ ଏହି ସଂଖ୍ୟା ୯ ହଜାର ଅତିକ୍ରମ କରିଛି। ଆଜି ଏହି ରିପୋର୍ଟ ଆସିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏହି ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୯,୮୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୧୬ ଜଣଙ୍କର ମୃତ୍ୟୁ ଘଟିଛି।

ଏହି ୯୮୮୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫୬୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୨୭୮ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩୭ ଜଣ ଚିହ୍ନଟ ହୋଇଛନ୍ତି।

କଟକ ଜିଲ୍ଲାରୁ ସର୍ବାଧିକ ୭୯୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଜିଲ୍ଲାରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୋଳରୁ ୪୪୩, କଳାହାଣ୍ଡିରୁ ୪୧୪, ପୁରୀରୁ ୪୩୬, ଝାରସୁଗୁଡ଼ାରୁ ୩୮୬, ନୂଆପଡ଼ାରୁ ୩୩୫, ବଲାଙ୍ଗିରରୁ ୩୨୬, ଯାଜପୁରରୁ ୨୮୨, ମୟୂରଭଞ୍ଜରୁ ୨୪୩ ଓ ନୟାଗଡ଼ ଜିଲ୍ଲାରୁ ୨୨୩ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି କେନ୍ଦୁଝର ଜିଲ୍ଲାରୁ ୧୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁବର୍ଣ୍ଣପୁରରୁ ୧୫୮, ଜଗତସିଂହପୁରରୁ ୧୫୬, ବାଲେଶ୍ୱରରୁ ୧୫୧, କେନ୍ଦ୍ରାପଡ଼ାରୁ ୧୩୩, ବୌଦ୍ଧ ଓ ରାୟଗଡ଼ାରୁ ୧୨୯ ଲେଖାଏଁ, ଗଜପତିରୁ ୧୧୭, କୋରାପୁଟରୁ ୯୪, ମାଲକାନଗିରିରୁ ୮୬, ଦେବଗଡ଼ରୁ ୭୫, କନ୍ଧମାଳ ଓ ଭଦ୍ରକରୁ ୫୨ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଛନ୍ତି।

୯୮୮୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୯ ହଜାର ୬୪୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୧୦ ହଜାର ୨୨୭ ଜଣ ସୁସ୍ଥ ହୋଇସାରିଲେଣି। ୭୭ ହଜାର ୨୫୭ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୦୪ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ଏପ୍ରିଲ ୩୦ ତାରିଖରେ ରାଜ୍ୟରେ ୧୦,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେହିଦିନ ରାଜ୍ୟରେ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୧୦ ହଜାର ପାର ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story