ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ବାଲେଶ୍ୱରରୁ ୩୪, ଗଞ୍ଜାମରୁ ୧୫, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୧୩ ଜଣ ଲେଖାଏଁ, ପୁରୀରୁ ୧୦, ଭଦ୍ରକରୁ ୯, ନୟାଗଡ଼ରୁ ୩, ସୁନ୍ଦରଗଡ଼ ଓ ଦେବଗଡ଼ରୁ ଜଣେ ଲେଖାଏ ଅଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ୬୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟର ୧୪୮୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୪୯ ଜଣ ସୁସ୍ଥ ହୋଇଛନ୍ତି। ଆକ୍ଟିଭ ୭୮୨ ଜଣ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।