୭୦ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ !

କୁଚିଣ୍ଡା(ଓଡ଼ିଶା ରିପୋର୍ଟର): ସମ୍ୱଲପୁର ଜିଲ୍ଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୭୦ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହା ପରେ ଅତ୍ୟଧିକ ରକ୍ତସ୍ରାବ ହେବା ଯୋଗୁ ସେ ଅଚେତ ହୋଇପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କୁଚିଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଏଥିସହ ଜଣଙ୍କ ଉପରେ ସନ୍ଦେହ କରି ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

kuchinda

kuchinda

Jyoshna Pradhan
  • Published: Friday, 19 July 2019
  • Updated: 19 July 2019, 09:16 AM IST

କୁଚିଣ୍ଡା(ଓଡ଼ିଶା ରିପୋର୍ଟର): ସମ୍ୱଲପୁର ଜିଲ୍ଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୭୦ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହା ପରେ ଅତ୍ୟଧିକ ରକ୍ତସ୍ରାବ ହେବା ଯୋଗୁ ସେ ଅଚେତ ହୋଇପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କୁଚିଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଏଥିସହ ଜଣଙ୍କ ଉପରେ ସନ୍ଦେହ କରି ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos