ଭୁବନେଶ୍ୱର: ରାଜ୍ୟରେ ହେବ ୨ଟି ନୂଆ ବିଶ୍ୱବଦ୍ୟାଳୟ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ନିଷ୍ପତ୍ତି ଉପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ମୋହର ଲାଗିଛି। ଏହି ଶିକ୍ଷାବର୍ଷରୁ ଏ ଦୁଇ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦିପ ପାଣିଗ୍ରାହୀ।
ରାମଦେବୀ ବିଶ୍ୱବିଦ୍ୟାଳୟ ଭିତ୍ତିଭୂମି ବିକାଶ ପାଇଁ ୫୫କୋଟି ଟଙ୍କା ଖର୍ଚ୍ଚ ହେବ। ରମାଦେବୀ ବିଶ୍ୱବିଦ୍ୟାଳୟ ଅଧିନରେ କେଉଁ କେଉଁ ମହିଳା କଲେଜ ରହିବ ତା ପରେ ସ୍ଥୀର କରାଯିବ । ଉକ୍ରଳ ବିଶ୍ୱବିଦ୍ୟାଳୟର ବ୍ୟବହାର ହେଉ ନଥିବା ଜମିକୁ ରାମଦେବୀଙ୍କୁ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।