ଓଏଏସସ୍ତରରେ ବଡ଼ଧରଣର ବଦଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ପ୍ରଦୀପ କୁମାର ଦାଶଙ୍କୁ ଇସ୍ପାତ ଓ ଖଣି ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍ ବିଷ୍ଣୁପ୍ରସାଦ ମିଶ୍ରଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ସେଠାରେ ଥିବା ବିଭୂପ୍ରସାଦ ଷଡ଼ଙ୍ଗୀଙ୍କୁ ଓଏସଏସଏସସି ସଚିବ ଭାବେ ଅବସ୍ଥାପିତ କରାଯାଇଛି। […]

secreteriat

secreteriat

Hemant Lenka
  • Published: Saturday, 18 January 2020
  • Updated: 18 January 2020, 10:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ପ୍ରଦୀପ କୁମାର ଦାଶଙ୍କୁ ଇସ୍ପାତ ଓ ଖଣି ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍ ବିଷ୍ଣୁପ୍ରସାଦ ମିଶ୍ରଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ସେଠାରେ ଥିବା ବିଭୂପ୍ରସାଦ ଷଡ଼ଙ୍ଗୀଙ୍କୁ ଓଏସଏସଏସସି ସଚିବ ଭାବେ ଅବସ୍ଥାପିତ କରାଯାଇଛି।

ସେହିପରି ଅଭୟ କୁମାର ନାୟକଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ଉଦ୍ଧବ ଚରଣ ମାଝୀଙ୍କ ବଦଳିକୁ ବାତିଲ କରାଯାଇ ତାଙ୍କୁ କେନ୍ଦୁଝର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବାକୁ କୁହାଯାଇଛି। ସେହିପରି କୃଷ୍ଣ ପ୍ରସାଦ ପତିଙ୍କ ବଦଳି ବାତିଲ କରାଯାଇ ତାଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବାକୁ କୁହାଯାଇଛି।

ଶରତ ଚନ୍ଦ୍ର ପଣ୍ଡାଙ୍କୁ ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ, ପ୍ରକାଶ ଚନ୍ଦ୍ର ମହାନ୍ତିଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ, ଉଷାରାଣୀ ସାହୁଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ, ମନୋଜ କୁମାର ପାଢ଼ୀଙ୍କୁ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ, ମନୋରଞ୍ଜନ ମଲ୍ଲିକଙ୍କୁ ଗଜପତି ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଲକ୍ଷ୍ମଣ କୁମାର ମଲ୍ଲିକଙ୍କୁ ଦେବଗଡ଼ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଭିନସେଣ୍ଟ ପୁନାମକାନ୍ତ ଏକ୍କାଙ୍କୁ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ, ପ୍ରକାଶ ଚନ୍ଦ୍ର ବେହେରାଙ୍କୁ ବାଲେଶ୍ୱର ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ସର୍ବେଶ୍ୱର ସିଂଙ୍କୁ ଓଡ଼ିଶା ଲୋକାୟୁକ୍ତ କାର୍ଯ୍ୟାଳୟରେ ଉପନିର୍ଦ୍ଦେଶକ(ତଦନ୍ତ), କିଶୋର ଚନ୍ଦ୍ର ସ୍ୱାଇଁଙ୍କୁ ବାଲେଶ୍ୱର ଉପଜିଲ୍ଲାପାଳ, ପ୍ରଶାନ୍ତ କୁମାର ରାଉତଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ, ଯସ୍ମିନ ପଟ୍ଟନାୟକଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଯୁଗ୍ମ ସଚିବ ଓ ରଞ୍ଜନ କୁମାର ଜେନାଙ୍କୁ ବାଙ୍କି ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story