ଘାଟିରେ ଓଲଟି ପଡ଼ିଲା ବସ୍‌, ୩୦ରୁ ଅଧିକ ଆହତ
କେନ୍ଦୁଝର (ଓଡ଼ିଶା ରିପୋର୍ଟର):  ଟାଟାରୁ ଅନୁଗୋଳ ଯାଉଥିବା ସାଇବାବା ନାମକ ଏକ ଘରୋଇ ବସ୍ ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।
ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୩ ଜଣଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟମାନଙ୍କୁ ତେଲକୋଇ ଓ ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Ordigital Desk
• Published: Sunday, 25 February 2018
• Updated: 25 February 2018, 08:51 AM IST
କେନ୍ଦୁଝର (ଓଡ଼ିଶା ରିପୋର୍ଟର):  ଟାଟାରୁ ଅନୁଗୋଳ ଯାଉଥିବା ସାଇବାବା ନାମକ ଏକ ଘରୋଇ ବସ୍ ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।
ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୩ ଜଣଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟମାନଙ୍କୁ ତେଲକୋଇ ଓ ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos