ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରତିଷ୍ଠିତ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଏକ ଚେୟାର ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରି କହିଛନ୍ତି ଯେ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଙ୍ଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ରାଜ୍ୟର ଜଣେ ବିଶିଷ୍ଟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ।
ସେହିପରି ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରାଯିବ। ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ଆସନ୍ତାକାଲି ସନ୍ଧ୍ୟାରେ ଏକ ରାଜ୍ୟସ୍ତରୀୟ ଶୋକସଭା ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି
୪୫ରୁ ୬୫ ବର୍ଷ ବୟସର ପ୍ରବାସୀ ଭାରତୀୟଙ୍କୁ ନେଇ ଦେଶର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲିବ ପ୍ରବାସୀ ଭାରତୀୟ ଏକ୍ସପ୍ରେସ। ଟ୍ରେନର ସର୍ବାଧିକ ଯାତ୍ରୀ କ୍ଷମତା ହେଉଛି ୧୫୬, ଯାତ୍ରାର ସମୟ ଅବଧି ୩ ସପ୍ତାହ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Events & Festivals
ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁଞ୍ଜିନିବେଶ କରିବାକୁ ଯେଉଁସବୁ ଆବଶ୍ୟକତା ଅଛି, ସେ ସବୁ ଓଡ଼ିଶାରେ ପୂରଣ ହେବ।
Events & Festivals
ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଉଦଘାଟନ କଲେ ମୋଦି, କହିଲେ- ପ୍ରତି ପ୍ରବାସୀଙ୍କ ହୃଦୟରେ ଭାରତର ସ୍ପନ୍ଦନ
ଦୁନିଆରେ ଯେତେବେଳେ ଖଣ୍ଡା ମୁନରେ ସାମ୍ରାଜ୍ୟ ବଢ଼ା ଯାଉଥିଲା ସେତେବେଳେ ସମ୍ରାଟ ଅଶୋକ ଏଠାରେ ଶାନ୍ତିର ବାଟ ବାଛିଥିଲେ। ସେ ଏଠାରେ ଧର୍ମାଶୋକରେ ପରିଣତ ହୋଇଥିଲେ। ଭବିଷ୍ୟତ ଯୁଦ୍ଧରେ ନୁହେଁ ବୁଦ୍ଧରେ ବୋଲି କହିଲେ ମୋଦି।
Events & Festivals
ପ୍ରବାସୀ ଭାରତୀୟ ସମ୍ମିଳନୀ: ଓଡ଼ିଶାର କଳା, ସଂସ୍କୃତିକୁ ପ୍ରଶଂସା କଲେ ଜୟଶଙ୍କର
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧନ କରି ବାଲିଯାତ୍ରାର ଉଦାହରଣ ଦେଲେ ଜୟଶଙ୍କର। ପ୍ରବାସୀ ଭାରତୀୟ ସମ୍ମିଳନୀ ପାରିବାରିକ ପୁନର୍ମିଳନ ଭଳି ବୋଲି କହିଲେ।