ମହାପ୍ରଭୁଙ୍କୁ ସୁନା ଦାନ କରିବେ ଶ୍ରଦ୍ଧାଳୁ

ପୁରୀ(ଓଡ଼ିଶା ରିପୋର୍ଟର): ମହାପ୍ରଭୁଙ୍କ ପାଇଁ ସୁନା ଦାନ କରିବେ ଜଣେ ଶ୍ରଦ୍ଧାଳୁ । ଶ୍ରୀଜିଉଙ୍କ ମସ୍ତକରେ ଶୋଭା ମଣ୍ଡିତ କରୁଥିବା ଚନ୍ଦ୍ର, ସୂର୍ଯ୍ୟ ଏବଂ ଅବକାଶ ସମୟରେ ବ୍ୟବହାର ହେଉଥିବା ସୁବର୍ଣ୍ଣ ପାତିଆ ଦାନ କରିବେ ଜଣେ ଜଗନ୍ନାଥ ପ୍ରେମୀ ।  ସେଥିପାଇଁ ଚନ୍ଦ୍ର ସୂର୍ଯ୍ୟର ମାପଚୂପ କରାଯାଇଛି । ପରିଚାଳନା କମିଟିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ସମାପନ ହୋଇଥିଲା । ଏକ ମାସ ଭିତରେ ଏହା ନୂତନ ଭାବେ ତିଆରି କରାଯିବ ଏବଂ ଏହି […]

puri-4

puri-4

Niharika Rout
  • Published: Tuesday, 17 November 2020
  • Updated: 17 November 2020, 08:41 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ମହାପ୍ରଭୁଙ୍କ ପାଇଁ ସୁନା ଦାନ କରିବେ ଜଣେ ଶ୍ରଦ୍ଧାଳୁ । ଶ୍ରୀଜିଉଙ୍କ ମସ୍ତକରେ ଶୋଭା ମଣ୍ଡିତ କରୁଥିବା ଚନ୍ଦ୍ର, ସୂର୍ଯ୍ୟ ଏବଂ ଅବକାଶ ସମୟରେ ବ୍ୟବହାର ହେଉଥିବା ସୁବର୍ଣ୍ଣ ପାତିଆ ଦାନ କରିବେ ଜଣେ ଜଗନ୍ନାଥ ପ୍ରେମୀ ।  ସେଥିପାଇଁ ଚନ୍ଦ୍ର ସୂର୍ଯ୍ୟର ମାପଚୂପ କରାଯାଇଛି ।

ପରିଚାଳନା କମିଟିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ସମାପନ ହୋଇଥିଲା । ଏକ ମାସ ଭିତରେ ଏହା ନୂତନ ଭାବେ ତିଆରି କରାଯିବ ଏବଂ ଏହି ସୁନା ପ୍ରାୟ ୩୦୦ରୁ ୪୦୦ ଗ୍ରାମ ଓଜନର ହେବ ବୋଲି ଜଣାଯାଇଛି ।

ସେହିପରି ଅନ୍ୟଜଣେ ଭକ୍ତ ପୂର୍ବରୁ ମହାପ୍ରଭୁଙ୍କ ଶ୍ରୀମୁଖ ପଦ୍ମ, ତଡକି, ଝୋବା କଣ୍ଠି ଏବଂ ବିଭିନ୍ନ ପ୍ରକାରର ମାଳା ତିଆରି କରି ଦାନ କରିବାର ପ୍ରତିଶ୍ରୁତି ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story