ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ କାଠଚୁଆ ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ତାଙ୍କ ମାଆ ଗତକାଲି ଥାନାରେ ଏତଲା ଦେଇଥିଲେ। ଏହାପରେ ପୁଲିସ୍‌ ଅଭିଯୁକ୍ତକୁ ଗତକାଲି ସନ୍ଧ୍ୟାଠୁ ଅଟକ ରଖି ପଚରାଉଚରା କରୁଛି। ଜୁଲାଇ ୩୧ ତାରିଖରେ ଯୁବତୀ ଜଣକ ଘରେ ଏକୁଟିଆ ଥିବା ଦେଖି ପଦ୍ମପୋଖରୀ ପଞ୍ଚାୟତ ଅନ୍ତର୍ଗତ ଧପଡ଼ା ଗାଁର ଜଣେ ଯୁବକ ତାଙ୍କୁ ଘରୁ ଟେକି ନେଇ ଜଙ୍ଗଲରେ ଦୁଷ୍କର୍ମ କରିଥିଲା।  […]

police

police

Jyoshna Pradhan
  • Published: Sunday, 04 August 2019
  • Updated: 04 August 2019, 12:19 PM IST

Sports

Latest News

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ କାଠଚୁଆ ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ତାଙ୍କ ମାଆ ଗତକାଲି ଥାନାରେ ଏତଲା ଦେଇଥିଲେ। ଏହାପରେ ପୁଲିସ୍‌ ଅଭିଯୁକ୍ତକୁ ଗତକାଲି ସନ୍ଧ୍ୟାଠୁ ଅଟକ ରଖି ପଚରାଉଚରା କରୁଛି।

ଜୁଲାଇ ୩୧ ତାରିଖରେ ଯୁବତୀ ଜଣକ ଘରେ ଏକୁଟିଆ ଥିବା ଦେଖି ପଦ୍ମପୋଖରୀ ପଞ୍ଚାୟତ ଅନ୍ତର୍ଗତ ଧପଡ଼ା ଗାଁର ଜଣେ ଯୁବକ ତାଙ୍କୁ ଘରୁ ଟେକି ନେଇ ଜଙ୍ଗଲରେ ଦୁଷ୍କର୍ମ କରିଥିଲା।  ଏନେଇ ଯୁବତୀ ଜଣକ ତାଙ୍କ ମାଆଙ୍କୁ ଜଣାଇଥିଲେ। ଏହାପରେ ତାଙ୍କ ମାଆ ଥାନାରେ ଅଭିଯୋଗ କରିଥିଲେ।

ପୁଲିସ୍‌ ଏହି ଭିନ୍ନକ୍ଷମ ଯୁବତୀଙ୍କ ଡାକ୍ତରୀମାଇନା କରିବା ସହ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story