କୋରାପୁଟ (ସୂର୍ଯ୍ୟ ପଣ୍ଡା): କୋରାପୁଟ ସହରର ବସ୍ଷ୍ଟାଣ୍ଡରେ ଥିବା ଏକ ହୋମିଓପାଥି କ୍ଲିନିକ୍ ଉପରେ ପୁଲିସ୍ ଚଢ଼ଉ କରି ବହୁ ନିଶା ଔଷଧ ଜବତ କରିଛି। ଏଥିସହ ଏହି କ୍ଲିନିକ୍ର ଡାକ୍ତରଙ୍କୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି। ତାଙ୍କ ନାଁ ପ୍ରସନ୍ନ ମହାପାତ୍ର।
ସେ ଦୀର୍ଘ ଦିନ ଧରି ତାଙ୍କ କ୍ଲିନିକ୍ରେ ନିଶା ଔଷଧ ବିକ୍ରି କରୁଥିବା ନେଇ ସ୍ଥାନୀୟ କିଛି ଯୁବକ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୁଲିସ୍ ଗତକାଲି ତାଙ୍କ କ୍ଲିନିକ୍ ଓ ଘରେ ଚଢ଼ଉ କରିଥିଲା।
ଏ ଘଟଣା ନେଇ କୋରାପୁଟ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୁଲିସ୍ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।