କୀଟନାଶକ ପିଇଦେଲେ ମୋହନ

ବିନିକା(ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ଭଣ୍ଡାର ପଞ୍ଚାୟତର ଚୁଲିମାଲ ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ମୋହନ କଲତା। ଋଣବୋଝ ଯୋଗୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ଭୋର୍ ପ୍ରାୟ ୫ଟା ବେଳେ ମୋହନ କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବରପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର […]

farmer

farmer

Jitendra Garnayak
  • Published: Wednesday, 27 February 2019
  • Updated: 27 February 2019, 08:23 AM IST

Sports

Latest News

ବିନିକା(ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ଭଣ୍ଡାର ପଞ୍ଚାୟତର ଚୁଲିମାଲ ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ମୋହନ କଲତା।

ଋଣବୋଝ ଯୋଗୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଗତକାଲି ଭୋର୍ ପ୍ରାୟ ୫ଟା ବେଳେ ମୋହନ କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବରପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଗତ ଖରିଫ ଋତୁରେ ମୋହନ ପାଞ୍ଚ ଏକର ଜମିରେ ଧାନ ଚାଷ କରିଥିଲେ। ଚକଡ଼ା ପୋକ ଯୋଗୁ ଫସଲ ନଷ୍ଟ ହୋଇଯାଇଥିଲା। ଫସଲ ନଷ୍ଟ ହୋଇଯିବାରୁ ସେ ଏଥିପାଇଁ କରିଥିବା ଋଣ ପରିଶୋଧ କରିପାରି ନ ଥିଲେ। ସେହି ଚିନ୍ତାରେ ସେ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି ବୋଲି ପରିବାର ଲୋକେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story