ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଚାଷୀ!

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ମଙ୍ଗରାଜପୁରରେ ଆଜି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଗୌରାଙ୍ଗ ବଳ। ପରିବାର ଲୋକଙ୍କ କହିବା ଅନୁସାରେ, ଗୌରାଙ୍ଗ ଚାଷ ପାଇଁ ବ୍ୟାଙ୍କ ଓ ବିଭିନ୍ନ ସଂସ୍ଥାରୁ କରଜ ଆଣିଥିଲେ। ଋଣ ଶୁଝିବା ଚିନ୍ତାରେ ସେ ଘର ପଛରେ ଏକ ଗଛରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ତାଙ୍କ ପତ୍ନୀ କହିଛନ୍ତି। ଏ ସଂପର୍କରେ ପ୍ରାଶାସନିକ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ ।

farmerr,,,,,,

Tapaswini Nayak
  • Published: Wednesday, 26 September 2018
  • , Updated: 26 September 2018, 01:41 PM IST

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ମଙ୍ଗରାଜପୁରରେ ଆଜି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଗୌରାଙ୍ଗ ବଳ।

ପରିବାର ଲୋକଙ୍କ କହିବା ଅନୁସାରେ, ଗୌରାଙ୍ଗ ଚାଷ ପାଇଁ ବ୍ୟାଙ୍କ ଓ ବିଭିନ୍ନ ସଂସ୍ଥାରୁ କରଜ ଆଣିଥିଲେ। ଋଣ ଶୁଝିବା ଚିନ୍ତାରେ ସେ ଘର ପଛରେ ଏକ ଗଛରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ତାଙ୍କ ପତ୍ନୀ କହିଛନ୍ତି। ଏ ସଂପର୍କରେ ପ୍ରାଶାସନିକ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ ।

Related story