ପାରାଦୀପ(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ପାରାଦୀପ ନେହରୁ ବଙ୍ଗଳା ନିକଟ ମହାନଦୀ ମୁହାଣରେ ଆଜି ଏକ ମାଛ ଧରା ଡଙ୍ଗା ଓଲଟି ପଡ଼ିଥିଲା। ତେବେ ଡଙ୍ଗାରେ ଥିବା ୧୮ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି । ଖବର ପାଇ ମେରାଇନ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଛି।
ସୂଚନାଯୋଗ୍ୟ, ମହାନଦୀ ମୁହାଣ଼କୁ ୧୮ ଜଣ ମତ୍ସ୍ୟଜୀବୀ ମାଛ ଧରିବାକୁ ଯାଇଥିଲେ। କୌଣସି କାରଣ ବଶତଃ ଡଙ୍ଗାଟି ମୁହାଣରେ ଓଲଟି ପଡ଼ିଥିଲା। ଖବର ପାଇ ମହାନଦୀକୁ ଯାଇଥିବା ଅନ୍ୟ ସାଥୀ ମତ୍ସ୍ୟଜୀବୀମାନେ ନିଖୋଜ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ, ପୋଖରୀରେ ବୁଡ଼ିଗଲେ ୫ ଶିଶୁ
ଡଙ୍ଗା ଓ କଏନ ଆଣିବାକୁ ଯାଇ ଘଟିଛି ଏଭଳି ଅଘଟଣ!
Politics
ଜୟନାରାୟଣଙ୍କ ସମର୍ଥନରେ ବାହାରିଲା ବିଜେପି: ବିଜେଡିକୁ ଦେଲା ତା’ରି ଭାଷାରେ ପାଲଟା ଜବାବ
୨୦୨୩ ମସିହାରେ ବିଜେଡି ଶାସନକାଳରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଜଣେ ମହିଳା ପୁଲିସ ଅଧିକାରୀଙ୍କ ସହ ହାତାହାତି ହେବା ଘଟଣାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଗତକାଲି ଖାରଜ କରିଛନ୍ତି ।
Events & Festivals
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା
ଚଳିତବର୍ଷ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ସାଉଥ୍ ଇଷ୍ଟ ଏସିଆ ପାଭିଲିୟନ। ଜାଭା, ସୁମାତ୍ରା, ବାଲି ଇଣ୍ଡୋନେସିଆ ପରି ଦେଶ ସହିତ ଆମ ଦେଶର ନୌବାଣିଜ୍ୟ ପରମ୍ପରା ସମ୍ପର୍କର ତଥ୍ୟ ଜାଣିପାରିବେ ଦର୍ଶକ।
Religion
କାଲିଠାରୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ
ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।
Accident
ଲୁଗା ଦୋକାନରେ ଲାଗିଲା ନିଆଁ, ଜଳିଗଲେ ମାଲିକ
ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଜଟଣୀ ରାଜା ବଜାରରେ ଥିବା ସୂର୍ଯ୍ୟ ମହାପାତ୍ରଙ୍କ ଲୁଗା ଦୋକାନରେ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ପୂରା ଦୋକାନରେ ବ୍ୟାପି ଯାଇଥିଲା।