୧୯ରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ରୁ ୨୧ ତାରିଖ ଅର୍ଥାତ୍ ତିନିଧରି ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆସନ୍ତା ୨୦ରେ ଦୁଇଟି ଏବଂ ୨୧ ତାରିଖରେ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ୨୦ ଓ ୨୧ ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୨୧ରେ କୋରାପୁଟ, […]

rain

rain

Ranjit Kumar Jena
  • Published: Friday, 16 October 2020
  • Updated: 16 October 2020, 06:18 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ରୁ ୨୧ ତାରିଖ ଅର୍ଥାତ୍ ତିନିଧରି ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆସନ୍ତା ୨୦ରେ ଦୁଇଟି ଏବଂ ୨୧ ତାରିଖରେ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

୨୦ ଓ ୨୧ ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୨୧ରେ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ପାଇଁ ଅରେଞ୍ଜିଂ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ।

ପ୍ରବଳ ବର୍ଷା ନେଇ ସମସ୍ତ ଜିଲ୍ଲାପାଳକୁ SRC ଚିଠି ଲେଖିଛନ୍ତି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବନ୍ୟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହା ବର୍ଷାର ପ୍ରଭାବରେ ଭୁସ୍ଖଳନ ହେବାର ସମ୍ଭାବନା ଥିବା SRC ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story