ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ରୁ ୨୧ ତାରିଖ ଅର୍ଥାତ୍ ତିନିଧରି ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆସନ୍ତା ୨୦ରେ ଦୁଇଟି ଏବଂ ୨୧ ତାରିଖରେ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।
୨୦ ଓ ୨୧ ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୨୧ରେ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ପାଇଁ ଅରେଞ୍ଜିଂ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ।
ପ୍ରବଳ ବର୍ଷା ନେଇ ସମସ୍ତ ଜିଲ୍ଲାପାଳକୁ SRC ଚିଠି ଲେଖିଛନ୍ତି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବନ୍ୟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହା ବର୍ଷାର ପ୍ରଭାବରେ ଭୁସ୍ଖଳନ ହେବାର ସମ୍ଭାବନା ଥିବା SRC ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।