ଯୁବତୀଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଙ୍କୀ (ସଞ୍ଜିବ କୁମାର ନାୟକ): କଟକ ଜିଲ୍ଲା ବାଙ୍କୀର ବୋତଲମା ଗାଁରେ ଜଣେ ଯୁବତୀଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ୪ ଜଣ ବ୍ୟକ୍ତି, ଯୁବତୀଙ୍କୁ ପିଟିଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଯୁବତୀଙ୍କ ପରିବାର ପକ୍ଷରୁ  ଥାନାରେ ଅଭିଯୋଗ କରାଯିବା ପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

banki

Rakesh Mallick
  • Published: Sunday, 22 July 2018
  • , Updated: 22 July 2018, 11:31 PM IST

Related story