ବିନିକା(ଦିଲୀପ ପଣ୍ଡା) : ପୋଖରୀକୁ ଫୁଲ ତୋଳିବାକୁ ଯାଇଥିବାବେଳେ ଜଣେ ଯୁବତୀଙ୍କ ଗୋଡ଼ ଖସି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଏହି ଦୁଃଖଦ ଘଟଣା ଘଟିଛି। ମୃତ ଯୁବତୀ ହେଲେ ଚରଦା ଗାଁର ପ୍ରିୟଙ୍କା ଥନାପତି(୧୮)।
ଆଜି ସକାଳ ପ୍ରାୟ ୬ଟାରେ ପ୍ରିୟଙ୍କା ପୋଖରୀକୁ ଫୁଲ ତୋଳିବାକୁ ଯାଇଥିଲେ। ଏହି ସମୟରେ କୌଣସି କାରଣବଶତଃ ଗୋଡ଼ ଖସି ଯିବାରୁ ସେ ପାଣିରେ ବୁଡ଼ି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ମିଳି ମିଳି ନ ଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ପ୍ରିୟଙ୍କାଙ୍କ ମୃତଦେହ ଉଦ୍ଧାର କରିଥିଲେ।
ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Accident
ଟ୍ରକକୁ ପିଟିଲା କୋର୍ଟ ଭ୍ୟାନ୍, ପୁଲିସ୍ ଓ ମୁଦାଲା ଆହତ
ଟ୍ରକକୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍ । ଏଥିରେ କୋର୍ଟ ଭ୍ୟାନ୍ର ସମ୍ମୁଖ କାଚ ଭାଙ୍ଗି ଚୁରମାର ହୋଇ ଯାଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି
୪୫ରୁ ୬୫ ବର୍ଷ ବୟସର ପ୍ରବାସୀ ଭାରତୀୟଙ୍କୁ ନେଇ ଦେଶର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲିବ ପ୍ରବାସୀ ଭାରତୀୟ ଏକ୍ସପ୍ରେସ। ଟ୍ରେନର ସର୍ବାଧିକ ଯାତ୍ରୀ କ୍ଷମତା ହେଉଛି ୧୫୬, ଯାତ୍ରାର ସମୟ ଅବଧି ୩ ସପ୍ତାହ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Events & Festivals
ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁଞ୍ଜିନିବେଶ କରିବାକୁ ଯେଉଁସବୁ ଆବଶ୍ୟକତା ଅଛି, ସେ ସବୁ ଓଡ଼ିଶାରେ ପୂରଣ ହେବ।