ଆସୁଛି ଲଘୁଚାପ, ମିଳିବ ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି  । ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ […]

low pressure

low pressure

Niharika Rout
  • Published: Sunday, 03 April 2022
  • Updated: 03 April 2022, 08:40 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି  ।

ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଆଣ୍ଡାମାନ ସାଗର ଆଖପାଖ ଅଞ୍ଚଳରେ ବର୍ଷା ଓ ପବନ ସମ୍ଭାବନା ରହିଛି। ଏହାର ପ୍ରଭାବ ବିଭିନ୍ନ ଅଞ୍ଚଳରେ କ’ଣ ରହିବ ତାହା ଆକଳନ କରାଯାଇନି ।

ରାଜ୍ୟରେ ଅସହ୍ୟ ତାତି ସମ୍ପର୍କରେ ସୂଚନା ଦେବାକୁ ଯାଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଆଗାମୀ ୪,୫ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । କିନ୍ତୁ ଉପକୂଳ ଓଡ଼ିଶାରେ ବଙ୍ଗୋପସାଗର ସାମୁଦ୍ରିକ ବାୟୁ ପ୍ରଭାବରେ ସକାଳ ଓ ମଧ୍ୟାହ୍ନ ପର୍ଯ୍ୟନ୍ତ ପାଗ ମେଘୁଆ ରହୁଛି। ରାତିରେ ପବନ ବହୁଛି। ବିଶେଷ ତାତି ରହୁନି। ଏହି ସ୍ଥିତି ଆଗାମୀ ୩,  ୪  ଦିନ ପର୍ଯ୍ୟନ୍ତ ରହିବ । ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story