ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ସଦର ଥାନା ତାପଙ୍ଗ ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସଦର ଥାନାରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ୍‌ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତର ନାଁ ଅକ୍ଷୟ ସ୍ୱାଇଁ। ତା ଘର ପୁରୀ ଜିଲ୍ଲା ଅସ୍ତରଙ୍ଗରେ। ସେ ଏକ କ୍ରସରରେ କାମ କରେ। ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ଝିଅଟିର ମା’ ପାଖ ଦୋକାନକୁ ଯାଇଥିବା ବେଳେ ଅଭିଯୁକ୍ତ […]

rape1

rape1

Tapaswini Nayak
  • Published: Wednesday, 10 July 2019
  • Updated: 10 July 2019, 02:59 PM IST

Sports

Latest News

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ସଦର ଥାନା ତାପଙ୍ଗ ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସଦର ଥାନାରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ୍‌ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତର ନାଁ ଅକ୍ଷୟ ସ୍ୱାଇଁ। ତା ଘର ପୁରୀ ଜିଲ୍ଲା ଅସ୍ତରଙ୍ଗରେ। ସେ ଏକ କ୍ରସରରେ କାମ କରେ।

ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ଝିଅଟିର ମା’ ପାଖ ଦୋକାନକୁ ଯାଇଥିବା ବେଳେ ଅଭିଯୁକ୍ତ ତାଙ୍କୁ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲା। ତେବେ ଝିଅଟି ବଡ଼ ପାଟିରେ ଚିତ୍କାର କରିବାରୁ ମହିଳା ଜଣଙ୍କ ଦୌଡ଼ି ଆସିଥିଲେ ଓ ଅଭିଯୁକ୍ତକୁ ଧରି ପକାଇଥିଲେ।

ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos