ପିଟିଦେଲା ଟ୍ରକ୍‌, ମୁଣ୍ଡଗଣ୍ଡି ଅଲଗା ହୋଇଗଲା

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଦହିସଡ଼ା ଛକ ନିକଟରେ ୧୬ ନମ୍ୱର ଜାତୀୟ ରାଜପଥରେ ଏକ କୁକୁଡ଼ା ବୋଝେଇ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଶଶିକାନ୍ତ ନାୟକ। ତାଙ୍କ ଘର  ମୁଗୁନିପୁରରେ। ଆଜି ଦିନ ପ୍ରାୟ ୧୨ଟା ବେଳେ ଶଶିକାନ୍ତ ବାଇକ୍‌ରେ ତାଙ୍କ ଘରକୁ ଯାଉଥିଲେ। ଏହି ସମୟରେ ପଛପଟୁ ଆସୁଥିବା ଏହି କୁକୁଡ଼ା ବୋଝେଇ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ […]

accident

accident

Jyoshna Pradhan
  • Published: Friday, 07 June 2019
  • Updated: 07 June 2019, 01:30 PM IST

Sports

Latest News

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଦହିସଡ଼ା ଛକ ନିକଟରେ ୧୬ ନମ୍ୱର ଜାତୀୟ ରାଜପଥରେ ଏକ କୁକୁଡ଼ା ବୋଝେଇ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଶଶିକାନ୍ତ ନାୟକ। ତାଙ୍କ ଘର  ମୁଗୁନିପୁରରେ।

truck

ଆଜି ଦିନ ପ୍ରାୟ ୧୨ଟା ବେଳେ ଶଶିକାନ୍ତ ବାଇକ୍‌ରେ ତାଙ୍କ ଘରକୁ ଯାଉଥିଲେ। ଏହି ସମୟରେ ପଛପଟୁ ଆସୁଥିବା ଏହି କୁକୁଡ଼ା ବୋଝେଇ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଶଶିକାନ୍ତଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇଯାଇଥିଲା।

ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଲୋକ ଜାତୀୟ ରାଜପଥ ଅବରୋଧ କରିଥିଲେ। ପୁଲିସ୍‌ ସେମାନଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ପୁଲିସ୍‌ ଟ୍ରକ୍‌କୁ ଜବତ କରି ଥିବା ବେଳେ ଡ୍ରାଇଭରକୁ ଅଟକ ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos