ନାବାଳିକାକୁ ଦୁଷ୍କର୍ମ, ୨ ନାବାଳକ ଗିରଫ

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ୍ ଦୁଇ ଜଣ ନାବାଳକଙ୍କୁ ଗିରଫ କରିବା ପରେ ବାଳସୁଧାର ଗୃହକୁ ପଠାଇ ଦେଇଛି। ଏହି ମାମଲାରେ ସଂପୃକ୍ତ ଅନ୍ୟ ଜଣେ ଯୁବକ ଫେରାର୍ ଥିବା ସୂଚନା ମିଳିଛି। ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ଏହି ଘଟଣା ଘଟିଥିଲା। ନାବାଳିକା ଜଣକ ଦୋକାନରୁ ଜିନିଷ ନେଇ ଘରକୁ ଫେରୁଥିବା ବେଳେ ଏହି ତିନି ଅଭିଯୁକ୍ତ […]

police

police

Jyoshna Pradhan
  • Published: Sunday, 04 August 2019
  • Updated: 04 August 2019, 01:20 PM IST

Sports

Latest News

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ୍ ଦୁଇ ଜଣ ନାବାଳକଙ୍କୁ ଗିରଫ କରିବା ପରେ ବାଳସୁଧାର ଗୃହକୁ ପଠାଇ ଦେଇଛି। ଏହି ମାମଲାରେ ସଂପୃକ୍ତ ଅନ୍ୟ ଜଣେ ଯୁବକ ଫେରାର୍ ଥିବା ସୂଚନା ମିଳିଛି।

ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ଏହି ଘଟଣା ଘଟିଥିଲା। ନାବାଳିକା ଜଣକ ଦୋକାନରୁ ଜିନିଷ ନେଇ ଘରକୁ ଫେରୁଥିବା ବେଳେ ଏହି ତିନି ଅଭିଯୁକ୍ତ ତାଙ୍କୁ ଜୋବରଦସ୍ତ ଟେକିନେଇ ଏକ ପରିତ୍ୟକ୍ତ ଘରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏନେଇ ଅଗଷ୍ଟ ୨ ତାରିଖରେ ନାବାଳିକାଙ୍କ ପରିବାର ଲୋକେ ଟାଙ୍ଗରପାଲି ଥାନାରେ ଅଭିଯୋଗ କରିଥିଲେ।  ପୁଲିସ୍‌ ଘଟଣାର ତଦନ୍ତ କରି ଦୁଇ ନାବାଳକଙ୍କୁ ଧରିଥିବା ବେଳେ ଆଉ ଜଣେ ଅଭିଯୁକ୍ତକୁ ଧରିବାକୁ ଉଦ୍ୟମ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story