ଘରେ ଏକୁଟିଆ ଥିବା ବେଳେ ନାବାଳିକାଙ୍କୁ ଦୁଷ୍କର୍ମ

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ ଘରେ ଏକୁଟିଆ ଥିବା ବେଳେ ଜଣେ ଯୁବକ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ନାବାଳିକାଙ୍କ ବୟସ ୭ ବର୍ଷ ବୋଲି ଜଣାପଡ଼ିଛି। ତାଙ୍କ ବାପାମା’ ଦିନ ମଜୁରିଆ ଭାବେ କାମ କରନ୍ତି। ଗତକାଲି ବାପାମା’ ତାଙ୍କୁ ଘରେ ଏକୁଟିଆ ଛାଡ଼ି ମୂଲ […]

rape

rape

Jitendra Garnayak
  • Published: Friday, 11 January 2019
  • Updated: 11 January 2019, 12:13 PM IST

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।

ନାବାଳିକା ଜଣଙ୍କ ଘରେ ଏକୁଟିଆ ଥିବା ବେଳେ ଜଣେ ଯୁବକ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ନାବାଳିକାଙ୍କ ବୟସ ୭ ବର୍ଷ ବୋଲି ଜଣାପଡ଼ିଛି। ତାଙ୍କ ବାପାମା’ ଦିନ ମଜୁରିଆ ଭାବେ କାମ କରନ୍ତି। ଗତକାଲି ବାପାମା’ ତାଙ୍କୁ ଘରେ ଏକୁଟିଆ ଛାଡ଼ି ମୂଲ ଲାଗିବାକୁ ଯାଇଥିଲେ। ଏହି ସମୟରେ ଜଣେ ଯୁବକ ତାଙ୍କୁ ଦୁଷ୍କର୍ମ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।

ଅଭିଯୁକ୍ତକୁ ରୁଗୁଡ଼ା ପୁଲିସ୍ ଅଟକ ରଖିଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story