ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲାର ବେଦବ୍ୟାସ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲା ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି। ସଂପୃକ୍ତ ନାବାଳିକା ଦୁଇ ଦିନ ହେଲା ନିଖୋଜ ଥିଲେ। ଏକ ସ୍କୁଲ୍‌ ପଛ ବୁଦା ମୂଳରୁ ମୁମୂର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ବ୍ରାହ୍ମଣୀତରଙ୍ଗ ଥାନା ପୁଲିସ୍ ୩ ଜଣଙ୍କୁ ଗିରଫ କରିଛି।

minorgirl

Jitendra Garnayak
  • Published: Tuesday, 16 October 2018
  • , Updated: 16 October 2018, 08:40 AM IST

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲାର ବେଦବ୍ୟାସ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।

ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲା ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି।

ସଂପୃକ୍ତ ନାବାଳିକା ଦୁଇ ଦିନ ହେଲା ନିଖୋଜ ଥିଲେ।

ଏକ ସ୍କୁଲ୍‌ ପଛ ବୁଦା ମୂଳରୁ ମୁମୂର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଥିଲା।

ଏହି ଘଟଣାରେ ବ୍ରାହ୍ମଣୀତରଙ୍ଗ ଥାନା ପୁଲିସ୍ ୩ ଜଣଙ୍କୁ ଗିରଫ କରିଛି।

Related story