ଡାକ୍ତରଖାନା ଛାତରୁ ପଡ଼ି ରୋଗୀ ମୃତ

ଭୁବନେଶ୍ୱର: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ କିମ୍ସରେ ୫ ମହଲା ଉପରୁ ପଡ଼ି ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାଁ  ସୁରେଶ କାଣ୍ଡି। ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ପାରିବାରିକ କଳହକୁ ନେଇ ସେ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ କରି ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।