ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୋଶାଲ ମିଡିଆରେ OTV ଲୋଗୋ ଓ ଗ୍ରାଫିକ୍ସ ପ୍ଲେଟ୍କୁ ବ୍ୟବହାର କରି ଫେକ୍ ନ୍ୟୁଜ୍ ଭାଇରାଲ୍ ମାମଲାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ହିମାଂଶୁ ବରାଳଙ୍କୁ ଗିରଫ କରିଛି ଯାଜପୁର ପୁଲିସ୍ । ଏନେଇ ଯାଜପୁର ଏସ୍ପି ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଯାଜପୁର ଶଟ୍ଡାଉନ୍ ନେଇ ହିମାଂଶୁ ମିଛ ଖବର ପ୍ରଚାର କରିଥିଲେ ।
ଅଭିଯୁକ୍ତଙ୍କ ନାଁରେ ଦଫା ୧୮୮, ୨୬୯, ୨୭୦, ୫୦୫ ବିରେ ମାମଲା ରୁଜୁ ହୋଇଛି । ଏହାସହ ୩୪ IPC, ୩ ଇଡି ଆକ୍ଟ , ୫୪ଡିଏମ୍ ଆକ୍ଟରେ ମାମଲା ରୁଜୁ କରାଯାଇଛି । ଏନେଇ ତଦନ୍ତ କରିବା ପରେ ଫେକ୍ ନ୍ୟୁଜ୍ କରିଥିବା ବ୍ୟକ୍ତି ଓ ୧୦ ଜଣଙ୍କୁ ପୁଲିସ୍ ପଚରାଉଚରା କରିଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।