ବ୍ରାହ୍ମଣୀ ସେତୁରେ ଦବିଲା ଲୁହା ପ୍ଲେଟ୍

ରାଉରକେଲା(ପବନ ତିୱାରୀ): ରାଉରକେଲା ବ୍ରାହ୍ମଣୀ ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଗତକାଲି ବିଳମ୍ବିତ ରାତିରେ ଦବି ଯାଇଛି। ଫଳରେ ବ୍ରିଜ୍‌ ଉପରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ଟ୍ରାଫିକ୍ ପୁଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରୁଛି। ଅନ୍ୟପକ୍ଷରେ, ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଦବିବା ଘଟଣାକୁ ରାଉରକେଲା NHAI ପ୍ରକଳ୍ପ ନିର୍ଦ୍ଦେଶକ ସ୍ୱୀକାର କରିଛନ୍ତି। ଯେଉଁ ସ୍ଥାନରେ ଲୁହା ପ୍ଲେଟ୍ ଦବିଛି, ତାହା ମରାମତି ଚାଲିଥିବା ପ୍ରକଳ୍ପ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

rkl-1--1

rkl-1--1

Niharika Rout
  • Published: Friday, 01 May 2020
  • Updated: 01 May 2020, 10:13 AM IST

Sports

Latest News

ରାଉରକେଲା(ପବନ ତିୱାରୀ): ରାଉରକେଲା ବ୍ରାହ୍ମଣୀ ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଗତକାଲି ବିଳମ୍ବିତ ରାତିରେ ଦବି ଯାଇଛି। ଫଳରେ ବ୍ରିଜ୍‌ ଉପରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ଟ୍ରାଫିକ୍ ପୁଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରୁଛି।

ଅନ୍ୟପକ୍ଷରେ, ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଦବିବା ଘଟଣାକୁ ରାଉରକେଲା NHAI ପ୍ରକଳ୍ପ ନିର୍ଦ୍ଦେଶକ ସ୍ୱୀକାର କରିଛନ୍ତି। ଯେଉଁ ସ୍ଥାନରେ ଲୁହା ପ୍ଲେଟ୍ ଦବିଛି, ତାହା ମରାମତି ଚାଲିଥିବା ପ୍ରକଳ୍ପ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story