ଦୁଇଟି ସ୍ଥାନରେ ଦୁର୍ଘଟଣା; ଜଣେ ମୃତ, ୪ ଆହତ

କରଞ୍ଜିଆ(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ଜଶିପୁରରେ ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଆଜି ଭୋର ପ୍ରାୟ ୪ଟା ସମୟରେ ଜଶିପୁର ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ ଗୋହିରା ଘାଟି ନିକଟରେ ଏକ କଣ୍ଟେନର ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ହେଲପରଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଗାଡ଼ି ଡ୍ରାଇଭର ଓ ଗାଡ଼ିରେ ଥିବା ଅନ୍ୟ […]

accident

accident

Tapaswini Nayak
  • Published: Monday, 07 November 2022
  • Updated: 07 November 2022, 08:28 AM IST

Sports

Latest News

କରଞ୍ଜିଆ(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ଜଶିପୁରରେ ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଆଜି ଭୋର ପ୍ରାୟ ୪ଟା ସମୟରେ ଜଶିପୁର ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ ଗୋହିରା ଘାଟି ନିକଟରେ ଏକ କଣ୍ଟେନର ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ହେଲପରଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଗାଡ଼ି ଡ୍ରାଇଭର ଓ ଗାଡ଼ିରେ ଥିବା ଅନ୍ୟ ଜଣେ ବ୍ୟକ୍ତି। ସେମାନଙ୍କୁ  ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ହେଲପରଙ୍କ ପରିଚୟ ମିଳିନାହିଁ। ଜଶିପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି।

ସେହିପରି ଗତକାଲି ସନ୍ଧ୍ୟା ସମୟରେ ଜଶିପୁର ଥାନା ଅନ୍ତର୍ଗତ ମାଛକାନ୍ଦଣା ଘାଟିରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହେବାଫଳରେ ୩ଜଣ ଆହତ ହୋଇଥିଲେ। ଆହତମାନଙ୍କ ମଧ୍ୟରେ ୨ଜଣ ଟ୍ରକ୍ ଡ୍ରାଇଭର ହୋଇଥିବା ବେଳେ ଜଣେ ହେଲପର ହୋଇଥିବା ଜଣାଯାଇଛି। ସମସ୍ତଙ୍କୁ ଉଦ୍ଧାର କ‌ରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଗାଡ଼ି ଗୁଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story