୬୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବରିଷ୍ଠ କିରାଣି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ଶ୍ୟାମସୁନ୍ଦର ବଳ ଗୁରୁବାର ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କିଛି ପୁରୁଣା ବିଲ୍ ପାସ୍‌ କରାଇ ଦେବା ପାଇଁ ଶ୍ୟାମସୁନ୍ଦର ବଳ ଜଣେ ମୃତ୍ତିକା ସଂରକ୍ଷଣ କାର୍ଯ୍ୟନିର୍ବାହୀ କର୍ମୀଙ୍କ ଠାରୁ ଏହି ଲାଞ୍ଚ ଅର୍ଥ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। […]

Accused

Accused

Jitendra Garnayak
  • Published: Thursday, 12 January 2023
  • Updated: 12 January 2023, 09:14 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ଶ୍ୟାମସୁନ୍ଦର ବଳ ଗୁରୁବାର ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

କିଛି ପୁରୁଣା ବିଲ୍ ପାସ୍‌ କରାଇ ଦେବା ପାଇଁ ଶ୍ୟାମସୁନ୍ଦର ବଳ ଜଣେ ମୃତ୍ତିକା ସଂରକ୍ଷଣ କାର୍ଯ୍ୟନିର୍ବାହୀ କର୍ମୀଙ୍କ ଠାରୁ ଏହି ଲାଞ୍ଚ ଅର୍ଥ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ୟାମସୁନ୍ଦର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ୪ଟି ଠିକଣାରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସର ଖୋଳତାଡ଼ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story