ଜୀବନ ହାରିଲେ ଶିକ୍ଷକ !

ଆସିକା(ମନୋଜ ମୁନି): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗରର ନୂଆବେଢ଼ା ପୋଖରୀ ନିକଟରେ ଥିବା ଏକ ଗଛରେ ଜଣେ ଶିକ୍ଷକ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଶିକ୍ଷକଙ୍କ ନାଁ ମୋହନ ରାଓ। ସେ ଭେଟସିଙ୍ଗି ଗ୍ରାମସ୍ଥିତ ସରକାରୀ ବିଦ୍ୟାଳୟର ଶିକ୍ଷକ ଥିଲେ। ସେ କରଜରେ ବୁଡ଼ି ରହିଥିବାରୁ ଆତ୍ମହତ୍ୟା କରିଥିବା କୁହାଯାଉଛି। ପୁଲିସ୍ ମୃହଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି […]

teacher

teacher

Jyoshna Pradhan
  • Published: Monday, 22 July 2019
  • Updated: 22 July 2019, 01:24 PM IST

Sports

Latest News

ଆସିକା(ମନୋଜ ମୁନି): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗରର ନୂଆବେଢ଼ା ପୋଖରୀ ନିକଟରେ ଥିବା ଏକ ଗଛରେ ଜଣେ ଶିକ୍ଷକ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଶିକ୍ଷକଙ୍କ ନାଁ ମୋହନ ରାଓ। ସେ ଭେଟସିଙ୍ଗି ଗ୍ରାମସ୍ଥିତ ସରକାରୀ ବିଦ୍ୟାଳୟର ଶିକ୍ଷକ ଥିଲେ।

ସେ କରଜରେ ବୁଡ଼ି ରହିଥିବାରୁ ଆତ୍ମହତ୍ୟା କରିଥିବା କୁହାଯାଉଛି। ପୁଲିସ୍ ମୃହଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ୍ କହିଛି। ତେବେ ପୁଲିସ୍ ଏବେ ଘଟଣାର ତଦନ୍ତ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story