ଘରୁ ଡାକିନେଇ…
ମାଲକାନଗିରି (ଜିତେନ୍ଦ୍ର ବେଉରା): ଥମୁନି ଦୁଷ୍କର୍ମ ଘଟଣା। ପ୍ରତିଦିନ କୌଣସି ନା କୌଣସି ସ୍ଥାନରୁ ଏଭଳି ଖବର ଆସୁଛି। ଏମିତି ଏକ ଖବର ଆସିଛି ମାଲକାନଗିରି ଜିଲ୍ଲାରୁ।
ଏଠାରେ ମାମୁ ଘରକୁ ଯାଇଥିବା ଜଣେ ୧୦ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଜଣେ ଯୁବକ ତାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।
ସଂପୃକ୍ତ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Ordigital Desk
• Published: Saturday, 11 August 2018
• Updated: 11 August 2018, 08:11 AM IST
ମାଲକାନଗିରି (ଜିତେନ୍ଦ୍ର ବେଉରା): ଥମୁନି ଦୁଷ୍କର୍ମ ଘଟଣା। ପ୍ରତିଦିନ କୌଣସି ନା କୌଣସି ସ୍ଥାନରୁ ଏଭଳି ଖବର ଆସୁଛି। ଏମିତି ଏକ ଖବର ଆସିଛି ମାଲକାନଗିରି ଜିଲ୍ଲାରୁ।
ଏଠାରେ ମାମୁ ଘରକୁ ଯାଇଥିବା ଜଣେ ୧୦ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଜଣେ ଯୁବକ ତାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।
ସଂପୃକ୍ତ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos