ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ମାଲକାନଗିରି (ଜିତେନ୍ଦ୍ର ବେଉରା): ଥମୁନି ଦୁଷ୍କର୍ମ ଘଟଣା। ପ୍ରତିଦିନ କୌଣସି ନା କୌଣସି ସ୍ଥାନରୁ ଏଭଳି ଖବର ଆସୁଛି। ଏମିତି ଏକ ଖବର ଆସିଛି ମାଲକାନଗିରି ଜିଲ୍ଲାରୁ।</p> <p>ଏଠାରେ ମାମୁ ଘରକୁ ଯାଇଥିବା ଜଣେ ୧୦ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଜଣେ ଯୁବକ ତାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।</p> <p>ସଂପୃକ୍ତ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p> <p>ମାଲକାନଗିରି ପୁଲିସ୍‌ ଘଟଣାର ତଦନ୍ତ କରୁଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।