ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ  ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ନୂଆପଡ଼ା ଜିଲ୍ଲା ଖରିଆର ରୋଡ୍ ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି। ସ୍ୱର୍ଗତ ଏ.ଭି ସ୍ୱାମୀ ୪ ଏପ୍ରିଲ ୨୦୧୨ରୁ ୩ ଏପ୍ରିଲ ୨୦୧୮ ଯାଏ ରାଜ୍ୟସଭା ସଦସ୍ୟ ଥିଲେ। ସ୍ୱର୍ଗତ ସ୍ୱାମୀ ୧୯୨୯ ମସିହା ଜୁଲାଇ ୧୮ ତାରିଖରେ ଜନ୍ମ ଗ୍ରହଣ […]

a.v-swami-1

a.v-swami-1

Niharika Rout
  • Published: Tuesday, 31 December 2019
  • Updated: 31 December 2019, 12:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ  ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ନୂଆପଡ଼ା ଜିଲ୍ଲା ଖରିଆର ରୋଡ୍ ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି।

ସ୍ୱର୍ଗତ ଏ.ଭି ସ୍ୱାମୀ ୪ ଏପ୍ରିଲ ୨୦୧୨ରୁ ୩ ଏପ୍ରିଲ ୨୦୧୮ ଯାଏ ରାଜ୍ୟସଭା ସଦସ୍ୟ ଥିଲେ। ସ୍ୱର୍ଗତ ସ୍ୱାମୀ ୧୯୨୯ ମସିହା ଜୁଲାଇ ୧୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ୨ ପୁଅ ଓ ୩ ଝିଅ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos