ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ୱାମୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ନୂଆପଡ଼ା ଜିଲ୍ଲା ଖରିଆର ରୋଡ୍ ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି।
ସ୍ୱର୍ଗତ ଏ.ଭି ସ୍ୱାମୀ ୪ ଏପ୍ରିଲ ୨୦୧୨ରୁ ୩ ଏପ୍ରିଲ ୨୦୧୮ ଯାଏ ରାଜ୍ୟସଭା ସଦସ୍ୟ ଥିଲେ। ସ୍ୱର୍ଗତ ସ୍ୱାମୀ ୧୯୨୯ ମସିହା ଜୁଲାଇ ୧୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ୨ ପୁଅ ଓ ୩ ଝିଅ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।