କଟକ ବଡମ୍ବା ବ୍ଲକ ଅଧୀନ ଖୁଣ୍ଟକୁଟା ପଞ୍ଚାୟତର ବରପଲ୍ଲୀ ଗାଁରେ ନାହାନ୍ତି ଜଣେ ବି ପୁରୁଷ। ପୁରୁଷ ଶୂନ୍ୟ ହୋଇପଡ଼ିଛି ପୁରା ଗାଁ। ତେବେ କାହିଁକି ଏ ଗାଁ ପୁରୁଷ ଶୂନ୍ୟ ହୋଇପଡିଛି ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। କିଡ଼ନୀ ରୋଗ ବରପଲ୍ଲୀକୁ କରିଛି ପୁରୁଷଶୁନ୍ୟ ଗାଁ। ଏଠି ଘରେ ଘରେ କିଡ଼ନୀ ରୋଗୀ। ଦୂଷିତ ପାଣି ପିଇ କିଡ଼ନୀ ରୋଗ ବ୍ୟାପୁଥିବା ଅଭିଯୋଗ ଆସିଛି। ସେପଟେ କିନ୍ତୁ ଗାଁ ମୁଣ୍ଡରେ ଲାଗିଛି ବସୁଧା ଯୋଜନା ହୋଡିଂ। ଏହି ଯୋଜନା କୁଆଡେ ଘରେ ଘରେ ପାନୀୟ ଜଳ ଯୋଗାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Special
ଝାଉଁ କାଠର ଘୋର ଅଭାବ; ସ୍ୱର୍ଗଦ୍ୱାରରେ ଲୋଡ଼ା କି ବୈଦ୍ୟୁତିକ ଚୁଲା?
ଜଣକା ୨ କ୍ୱିଣ୍ଟାଲ୍ କାଠର ଆବଶ୍ୟକତା ଥିବାରୁ ବର୍ଷକୁ ଏ ବାବଦରେ ପ୍ରାୟ ୭୨ ହଜାର କ୍ୱିଣ୍ଟାଲ କାଠ ଦରକାର। ଏପରିସ୍ଥଳେ ବନ ବିଭାଗ ପକ୍ଷରୁ ଅସ୍ତରଙ୍ଗ ଜଙ୍ଗଲରୁ ପୁରୀ ସ୍ୱର୍ଗଦ୍ୱାରକୁ ଯୋଗାଇ ଦିଆଯାଉଥିବା ଝାଉଁ କାଠର ଉତ୍କଟ ଅଭାବ ପରିଲକ୍ଷିତ ହୋଇଛି।