ସ୍ୱାମୀଙ୍କ ମୃତ୍ୟୁ ଖବର ଶୁଣି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ!

ଆଳି (ବନମାଳୀ ସାହୁ): ସ୍ୱାମୀଙ୍କ ମୃତ୍ୟୁ ଖବର ପାଇବା ପରେ ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଏକ ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଚେରଣ୍ଟପଡ଼ା ଗାଁରୁ। ମୃତକ ଦ୍ୱୟ ହେଲେ ଗାଁର ମନୋଜ ତରାଇ ଓ ତାଙ୍କ ପତ୍ନୀ ସ୍ୱପ୍ନା ମାଝୀ। ମନୋଜ ଭଦ୍ରକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ପ୍ଲାନିଂ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ସୂଚନା ଅନୁଯାୟୀ, ଗତ ୨୫ ତାରିଖରେ ସେ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ […]

Victims

Victims

Jitendra Garnayak
  • Published: Sunday, 30 May 2021
  • Updated: 30 May 2021, 10:47 AM IST

Sports

Latest News

ଆଳି (ବନମାଳୀ ସାହୁ): ସ୍ୱାମୀଙ୍କ ମୃତ୍ୟୁ ଖବର ପାଇବା ପରେ ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଏକ ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଚେରଣ୍ଟପଡ଼ା ଗାଁରୁ।

ମୃତକ ଦ୍ୱୟ ହେଲେ ଗାଁର ମନୋଜ ତରାଇ ଓ ତାଙ୍କ ପତ୍ନୀ ସ୍ୱପ୍ନା ମାଝୀ। ମନୋଜ ଭଦ୍ରକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ପ୍ଲାନିଂ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ସୂଚନା ଅନୁଯାୟୀ, ଗତ ୨୫ ତାରିଖରେ ସେ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ଚାନ୍ଦବାଲିର ନହୁଲିଆଠାରେ ଦୁର୍ଘଟଣାର ଶିକାର ହୋଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରେଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଗତ ୨୮ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଖବର ପାଇବା ପରେ ତାଙ୍କ ପତ୍ନୀ ସ୍ୱପ୍ନା ବେକରେ ରଶି ଲଗାଇ ଆତ୍ମହତ୍ୟା କରି ଦେଇଥିଲେ ବୋଲି କୁହାଯାଉଛି।

ଅନ୍ୟପକ୍ଷରେ ସ୍ୱପ୍ନା ଆତ୍ମହତ୍ୟା କରିଥିବା ଅଭିଯୋଗକୁ ଗ୍ରହଣ କରିପାରି ନାହାନ୍ତି ତାଙ୍କ ବାପ ଘର ଲୋକେ। ତାଙ୍କୁ ହତ୍ୟା କରାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି ଏବଂ ଏନେଇ ରାଜକନିକା ଥାନାରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ସ୍ୱପ୍ନାର ଶାଶୂ ଘର ଲୋକେ ଅଧିକ ଯୌତୁକ ପାଇଁ ତାଙ୍କୁ ମାରି ଦେଇଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story