ଶିଶୁପୁତ୍ରକୁ ଧରି ଟ୍ରେନ ଆଗକୁ ଡେଇଁ ପଡ଼ିଲା ମା’!

ଜଳେଶ୍ୱର (ଅଜିତ କୁମାର ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନୂଆଗାଁ ରେଳ ଷ୍ଟେସନ ନିକଟରେ ଜଣେ ମହିଳା ନିଜ ଶିଶୁପୁତ୍ର ସହ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଶିଶୁପୁତ୍ରଟିକୁ ପ୍ରାୟ ୩ ବର୍ଷ ହେବ। ମୃତ ମହିଳା ଜଣଙ୍କ ନିକଟସ୍ଥ ଦୁଧହଂସା ଗାଁର। ଆଜି ଅପରାହ୍ଣ ପ୍ରାୟ ସାଢ଼େ ଗୋଟାଏ ବେଳେ ଏହି ଦୁଃଖଦ ଘଟଣା ଘଟିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ପାରିବାରିକ କଥାକୁ ନେଇ ସେ ଆତ୍ମହତ୍ୟା […]

DeadBody

DeadBody

Jitendra Garnayak
  • Published: Saturday, 29 May 2021
  • Updated: 29 May 2021, 02:38 PM IST

Sports

Latest News

ଜଳେଶ୍ୱର (ଅଜିତ କୁମାର ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନୂଆଗାଁ ରେଳ ଷ୍ଟେସନ ନିକଟରେ ଜଣେ ମହିଳା ନିଜ ଶିଶୁପୁତ୍ର ସହ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ଶିଶୁପୁତ୍ରଟିକୁ ପ୍ରାୟ ୩ ବର୍ଷ ହେବ। ମୃତ ମହିଳା ଜଣଙ୍କ ନିକଟସ୍ଥ ଦୁଧହଂସା ଗାଁର। ଆଜି ଅପରାହ୍ଣ ପ୍ରାୟ ସାଢ଼େ ଗୋଟାଏ ବେଳେ ଏହି ଦୁଃଖଦ ଘଟଣା ଘଟିଥିଲା।

ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ପାରିବାରିକ କଥାକୁ ନେଇ ସେ ଆତ୍ମହତ୍ୟା କରିଛନ୍ତି। ତେବେ ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ଜିଆରପି ଉଭୟ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତନାଘନା ଚଲାଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos