Advertisment

ସ୍ୱାମୀକୁ ପଥରରେ ଛେଚି ହତ୍ୟା କଲା ସ୍ତ୍ରୀ

କେନ୍ଦୁଝର(ପଣୟ ପାଣି): କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ଧଳାଡ଼ିହ ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ବ୍ୟକ୍ତିଙ୍କୁ ତାଙ୍କ ସ୍ତ୍ରୀ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକଙ୍କ ନାଁ ବିଶାଲ ମୁଣ୍ଡା। ଅଭିଯୁକ୍ତ ମହିଳାଙ୍କ ନାଁ ଚାନ୍ଦ ମୁଣ୍ଡା। ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ନେଇ ବିଶାଲ ଓ ଚାନ୍ଦଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ବିଶାଲ ଘରେ ଶୋଇ ପଡ଼ିଥିଲେ। ଏହାର ସୁଯୋଗ ନେଇ ଚାନ୍ଦ ଏକ ପଥରରେ  ତାଙ୍କ ମୁଣ୍ଡକୁ […]

ସ୍ୱାମୀକୁ ପଥରରେ ଛେଚି ହତ୍ୟା କଲା ସ୍ତ୍ରୀ

keonjhar

Advertisment

କେନ୍ଦୁଝର(ପଣୟ ପାଣି): କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ଧଳାଡ଼ିହ ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ବ୍ୟକ୍ତିଙ୍କୁ ତାଙ୍କ ସ୍ତ୍ରୀ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକଙ୍କ ନାଁ ବିଶାଲ ମୁଣ୍ଡା। ଅଭିଯୁକ୍ତ ମହିଳାଙ୍କ ନାଁ ଚାନ୍ଦ ମୁଣ୍ଡା।

Advertisment

ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ନେଇ ବିଶାଲ ଓ ଚାନ୍ଦଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ବିଶାଲ ଘରେ ଶୋଇ ପଡ଼ିଥିଲେ। ଏହାର ସୁଯୋଗ ନେଇ ଚାନ୍ଦ ଏକ ପଥରରେ  ତାଙ୍କ ମୁଣ୍ଡକୁ ଛେଚି ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏନେଇ ପଡ଼ୋଶୀଙ୍କଠାର ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏଥିସହ ଅଭିଯୁକ୍ତ ଚାନ୍ଦ ମୁଣ୍ଡାକୁ ଗିରଫ କରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe