ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ । ବିଧାନସଭା ପଛପଟେ ଇଡକଲ ରାସ୍ତାରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି କୁଜଙ୍ଗ ଅଂଚଳର ମା ସୁଲୋଚନା ଦାସ ଓ ପୁଅ ସୁବ୍ରୋତ ଦାସ । ଉଭୟଙ୍କୁ ସୁରକ୍ଷାକର୍ମୀ ଉଦ୍ଧାର କରିଛନ୍ତି । ପୁଅ ହତ୍ୟାର ନ୍ୟାୟ ନପାଇ ଦୁହେଁ ଆତ୍ମହୁତି ଉଦ୍ୟମ କରିଥିବା ସୂଚନା ମିଳିଛି । ବର୍ଷେ ତଳେ ପୁଅ ଅମୃତ ଦାସଙ୍କୁ ହତ୍ୟା କରାଯାଇଥିବା ମାଆ ଅଭିଯୋଗ କରିଛନ୍ତି ।
ବର୍ଷେ ତେଳ ଅମୃତ ଦାସଙ୍କୁ ହତ୍ୟା କରାଯାଇଥିଲା । ତେବେ ଏକ ବର୍ଷ ବିତି ଯାଇଥିଲେ ସୁଦ୍ଧା ପୁଅକୁ ଏଯାଏଁ ନ୍ୟାୟ ମିଳିନାହିଁ । ତେଣୁ ଆତ୍ମହୁତି ଭଳି ଚରମ ନିଷ୍ପତି ଆପଣାଇଥିବା ଉଭୟ ମା ପୁଅ ସୂଚନା ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।