Advertisment

ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ । ବିଧାନସଭା ପଛପଟେ ଇଡକଲ ରାସ୍ତାରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି କୁଜଙ୍ଗ ଅଂଚଳର ମା ସୁଲୋଚନା ଦାସ ଓ ପୁଅ ସୁବ୍ରୋତ ଦାସ ।  ଉଭୟଙ୍କୁ ସୁରକ୍ଷାକର୍ମୀ ଉଦ୍ଧାର କରିଛନ୍ତି । ପୁଅ ହତ୍ୟାର ନ୍ୟାୟ ନପାଇ ଦୁହେଁ ଆତ୍ମହୁତି ଉଦ୍ୟମ କରିଥିବା ସୂଚନା ମିଳିଛି । ବର୍ଷେ ତଳେ ପୁଅ ଅମୃତ ଦାସଙ୍କୁ ହତ୍ୟା କରାଯାଇଥିବା ମାଆ ଅଭିଯୋଗ କରିଛନ୍ତି । ବର୍ଷେ […]

ଅଦ୍ୟତନ ହୋଇଛି
ଶୁଣିଲେନି ଦିବ୍ୟଶଙ୍କର, କହିଲେ-ଯାହା କରିବାର ଅଛି କର

sucide-attempt-2

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ । ବିଧାନସଭା ପଛପଟେ ଇଡକଲ ରାସ୍ତାରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି କୁଜଙ୍ଗ ଅଂଚଳର ମା ସୁଲୋଚନା ଦାସ ଓ ପୁଅ ସୁବ୍ରୋତ ଦାସ ।  ଉଭୟଙ୍କୁ ସୁରକ୍ଷାକର୍ମୀ ଉଦ୍ଧାର କରିଛନ୍ତି । ପୁଅ ହତ୍ୟାର ନ୍ୟାୟ ନପାଇ ଦୁହେଁ ଆତ୍ମହୁତି ଉଦ୍ୟମ କରିଥିବା ସୂଚନା ମିଳିଛି । ବର୍ଷେ ତଳେ ପୁଅ ଅମୃତ ଦାସଙ୍କୁ ହତ୍ୟା କରାଯାଇଥିବା ମାଆ ଅଭିଯୋଗ କରିଛନ୍ତି ।

Advertisment

ବର୍ଷେ ତେଳ ଅମୃତ ଦାସଙ୍କୁ ହତ୍ୟା କରାଯାଇଥିଲା । ତେବେ ଏକ ବର୍ଷ ବିତି ଯାଇଥିଲେ ସୁଦ୍ଧା ପୁଅକୁ ଏଯାଏଁ ନ୍ୟାୟ ମିଳିନାହିଁ । ତେଣୁ ଆତ୍ମହୁତି ଭଳି ଚରମ ନିଷ୍ପତି ଆପଣାଇଥିବା ଉଭୟ ମା ପୁଅ ସୂଚନା ମିଳିଛି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe