ଭାଲୁ ଆକ୍ରମଣରେ ମହିଳା ଗୁରୁତର

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ଧଳପୁର ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ତାଙ୍କ ନାଁ ପ୍ରଭାସିନୀ ମହାକୁଡ। ତାଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମହିଳା ଜଣକ ଗାଁ ପାଖ ବିଲକୁ ଯାଇଥିବା ବେଳେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା।  ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

bear

Rakesh Mallick
  • Published: Friday, 29 June 2018
  • , Updated: 29 June 2018, 02:26 PM IST

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ଧଳପୁର ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ତାଙ୍କ ନାଁ ପ୍ରଭାସିନୀ ମହାକୁଡ। ତାଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମହିଳା ଜଣକ ଗାଁ ପାଖ ବିଲକୁ ଯାଇଥିବା ବେଳେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା।  ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Related story