ଘରେ ଲାଗିଗଲା ନିଆଁ, ମହିଳା ଗୁରୁତର

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଥାନା ଅର୍ନ୍ତଗତ ଯୋନ କାନପୁର ଗାଁର ସୁଦାମ ଦାସଙ୍କ ଘରେ ନିଆଁ ଲାଗି ୪ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଘରେ ଭିତରେ ଥିବା ତାଙ୍କ ବୋହୂ ଝୁନିଲତା ବାହାଲିଆ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଜଗତସିଂହପୁର ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ  ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଗ୍ୟାସ ଲିକ୍‌ ହୋଇ ଘରେ ନିଆଁ […]

fire

fire

Rakesh Mallick
  • Published: Friday, 05 January 2018
  • Updated: 05 January 2018, 08:15 AM IST

Sports

Latest News

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଥାନା ଅର୍ନ୍ତଗତ ଯୋନ କାନପୁର ଗାଁର ସୁଦାମ ଦାସଙ୍କ ଘରେ ନିଆଁ ଲାଗି ୪ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଘରେ ଭିତରେ ଥିବା ତାଙ୍କ ବୋହୂ ଝୁନିଲତା ବାହାଲିଆ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଜଗତସିଂହପୁର ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ  ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଗ୍ୟାସ ଲିକ୍‌ ହୋଇ ଘରେ ନିଆଁ ଲାଗି ଯାଇଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story