ଆନନ୍ଦପୁର(ମୁନ୍ନା ସିଂ) କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ଫକୀରପୁର ବଙ୍ଗାଳି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ ଜୟ ଗୋପାଳ ସୁରଙ୍କ ଝିଅ ଝୁନୁ ଗ୍ୟାସ୍ରେ ଚା’ କରୁଥିବା ସମୟରେ ହଠାତ୍ ତାଙ୍କ ଶରୀରରେ ନିଆଁ ଲାଗି ଯାଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ୧୦୮ ଆମ୍ୱୁଲାନ୍ସ ଯୋଗେ ଆନନ୍ଦପୁର ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଶରୀରର ୯୦ ଭାଗ ପୋଡ଼ି ଯାଇଥିବାରୁ ଅବସ୍ଥା ସଙ୍କଟାପନ୍ନ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।