ଭୁବନେଶ୍ୱର (ଓଡିଶା ରିପୋର୍ଟର): ସମଗ୍ର ବିଶ୍ୱରେ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ମୁକାବିଲା ପାଇଁ ବିଭିନ୍ନ ମହଲରୁ ସାହାଯ୍ୟର ସୁଅ ଛୁଟୁଛି। ଏପରି ସ୍ଥିତିରେ କରୋନାର ମୁକାବିଲା କରିବା ପାଇଁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ ପି.ଏମ. କେୟାରସ ଫଣ୍ଡକୁ ଏକ ମାସର ଦରମା ପ୍ରଦାନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି।
ଏହାସହ ଏହି ବେମାରୀକୁ ରୋକିବା ପାଇଁ ସମସ୍ତେ ଲକ୍ଡାଉନ୍କୁ କଡ଼ାକଡ଼ି ପାଳନ କରିବା ସହ ଗାଇଡ଼୍ଲାଇନକୁ ମାନିବାକୁ ଆନ୍ଧ୍ର ରାଜ୍ୟପାଳ ସମସ୍ତଙ୍କୁ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶାରେ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।