ପାଠକ ବାପାପୁଅଙ୍କୁ ମିଳିଲା ଜାମିନ, କିନ୍ତୁ...

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଗତ ବର୍ଷ ଗିରଫ ହୋଇଥିବା ପାଠକ ବାପପୁଅଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି l ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ IFS ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ  ଆକାଶଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି l ତେବେ ଅନ୍ୟ ମାମଲା ବିଚାରାଧୀନ ଥିବାରୁ ପାଠକ ବାପାପୁଅ ଏବେ ଜେଲରୁ  ବାହାରିବା ସମ୍ଭବପର ନୁହେଁ l ସୂଚନାଯୋଗ୍ୟ, […]

abhya-pathak

abhya-pathak

Niharika Rout
  • Published: Wednesday, 09 June 2021
  • Updated: 09 June 2021, 06:00 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଗତ ବର୍ଷ ଗିରଫ ହୋଇଥିବା ପାଠକ ବାପପୁଅଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି l

ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ IFS ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ  ଆକାଶଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି l ତେବେ ଅନ୍ୟ ମାମଲା ବିଚାରାଧୀନ ଥିବାରୁ ପାଠକ ବାପାପୁଅ ଏବେ ଜେଲରୁ  ବାହାରିବା ସମ୍ଭବପର ନୁହେଁ l

ସୂଚନାଯୋଗ୍ୟ, ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ନେଇ ଗୋଳନ୍ଥରା ଥାନାରେ ଉଭୟ ବାପପୁଅଙ୍କ ନାଁରେ ଅଭିଯୋଗ ହୋଇଥିଲା।  ଏହି ମାମଲାର ଶୁଣାଣି  କରି କୋର୍ଟ ଉଭୟ ବାପପୁଅଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଜାମିନ ମଂଜୁର ହୋଇଥିଲେ ମଧ୍ୟ ସେମାନେ ଏବେ ଜେଲରୁ ବାହାରି ପାରିବେ ନାହିଁ।

ଅଭୟକାନ୍ତ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା। ଏହି ସମୟରେ ତାଙ୍କ ପୁଅ ମଧ୍ୟ ରାଡାର ମଧ୍ୟକୁ ଆସିଥିଲେ।

ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଅଭୟକାନ୍ତଙ୍କ ପୁଅ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗହୋଇଥିବା ବେଳେ କ୍ରାଇମବ୍ରାଞ୍ଚ ‌ଏହି ଘଟଣାର ତଦନ୍ତ କରୁଛି।

ଉଭୟ ପାଠକ ବାପପୁଅଙ୍କ ଅମାପ ସମ୍ପତ୍ତି, ଭଳିକି ଭଳି ଦାମୀ ଗାଡ଼ି, ଦେଶର ବିଭିନ୍ନ ସ୍ଥାନରେ ଫ୍ଲାଟ, ଚାଟାର୍ଡ ଫ୍ଲାଇଟରେ ଉଡ଼ାଣ, ତଥା ସଉକ ଆଦି ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଥିଲା

ଗତ ବର୍ଷ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲରେ ଥିବା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ଇତିମଧ୍ୟରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story